ପୂର୍ବତଟ ରେଳପଥ ପକ୍ଷରୁ “ପ୍ରେମ୍” ବୈଠକ
ଭୁବନେଶ୍ୱର : ପରିଚାଳନାରେ କର୍ମଚାରୀ / ଶ୍ରମିକଙ୍କ ଅଂଶଗ୍ରହଣର ଏକ ଅଂଶ ଭାବରେ, ପୂର୍ବତଟ ରେଳପଥ ପକ୍ଷରୁ ଆଜି ଏହାର ମୁଖ୍ୟାଳୟ ରେଳ ସଦନ ଠାରେ ପାର୍ଟିସିପେସନ ଅଫ ରେଲୱେ ଏମ୍ପ୍ଲୋୟୀଜ ଇନ୍ ମ୍ୟାନେଜମେଣ୍ଟ (ପ୍ରେମ୍) ବୈଠକ ଅନୁଷ୍ଠିତ ହୋଇଯାଇଅଛି ଯେଉଁଠାରେ ରେଳପଥର ସ୍ୱୀକୃତିପ୍ରାପ୍ତ ଟ୍ରେଡ…