ସମ ଅଲ୍ଟିମେଟ୍ ମେଡିକେୟାର ଓ ସମ୍ କୋଭିଡକୁ “ସିକ୍ସ ସିଗମା ହେଲଥ କେୟାର ଏକ୍ସିଲେନ୍ସ’ ସମ୍ମାନ
ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉତ୍କର୍ଷତା ଓ ପୁରସ୍କୃତ ହେବା ଧାରାରେ ଆଉ ଏକ ପାଦ ଆଗେଇଛି ସମ୍ ଅଲ୍ଟିମେଟ୍ ମେଡିକେୟାର (ସମମ୍) । ଶ୍ରେଷ୍ଠ ହସ୍ପିଟାଲ ଏବଂ ଶ୍ରେଷ୍ଠ ରୋଗୀ ସେବା ପ୍ରଦାନକାରୀ ଭାବେ ସମ୍ ଅଲ୍ଟିମେଟ୍ ମେଡିକେୟାରକୁ ୨୦୨୧ ବର୍ଷ ନିମନ୍ତେ ସମ୍ମାନ ଜନକ ସିକ୍ସ ସିଗମା…