ଗଞ୍ଜାମ ପାଇଁ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ର ସ୍ମାର୍ଟ ହେଲଥ କାର୍ଡ ରାଜ୍ୟ ବାସୀଙ୍କ ପାଇଁ ସରକାର ଙ୍କ ଶ୍ରେଷ୍ଠ ଉପହାର :ମୁଖ୍ୟମନ୍ତ୍ରୀ
୨୬ଲକ୍ଷ ୭୬ ହଜାର ଲୋକ ପାଇବେ ସୁବିଧା ।
୨୧୪୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ମଧ୍ୟ ଉଦ୍ଘାଟନ ଓ ଶୁଭାରମ୍ଭ ହେଲା
ବ୍ରହ୍ମପୁର (ଶାସକ ପ୍ରଶାସକ):…