ପାଟଣାଗଡ ଯାଦବ ସମାଜ ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଜଗନ୍ନାଥ ଖର୍ସେଲ ମନୋନୀତ
ପାଟଣାଗଡ଼,(ଯତୀନ୍ଦ୍ର ନନ୍ଦ) ପାଟଣାଗଡ଼ ଉପଖଣ୍ଡ ଯାଦବ ସମାଜ ପକ୍ଷରୁ ଇତିମଧ୍ୟରେ ଏକ ସାମାଜିକ ବୈଠକ ଅନୁଷ୍ଠିତ ହୋଇଯାଇଛି | ପାଟଣାଗଡ ଯାଦବ ସମାଜ ବ୍ଳକ ସଭାପତି ସୁଗ୍ରୀବର ଖର୍ସେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଯାଦବ ସମାଜ ଜିଲ୍ଲା ସଭାପତି ପରମାନନ୍ଦ ହାତୀ ମୁଖ୍ୟ ଅତିଥି ଭାବେ…