“ସଖୀ” ୱାନ୍ ଷ୍ଟପ୍ କେନ୍ଦ୍ର ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ନବଜୀବନ ଅନ୍ଧ ଓ ଉପଶମ କେନ୍ଦ୍ର ଠାରେ "ସଖୀ" ୱାନ୍ ଷ୍ଟପ୍ କେନ୍ଦ୍ର ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ "ସଖୀ" ୱାନ୍ ଷ୍ଟପ୍ କେନ୍ଦ୍ରର ପ୍ରଶାସିକା ଶ୍ରୀମତୀ ଭାଗ୍ୟଲକ୍ଷ୍ମୀ…