ପଶ୍ଚିମବଙ୍ଗରେ ବିଜେପିର ବିଜୟ ନେଇ ଜନତାଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ
ଟିଏମସି ସରକାରର ଅନ୍ୟାୟ ଓ ଅତ୍ୟାଚାର ବିରୋଧରେ ସ୍ପଷ୍ଟ ଜନାଦେଶ - ଧର୍ମେନ୍ଦ୍ର ପ୍ରଧାନ
• ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ ଏବଂ ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କୁ ଧନ୍ୟବାଦ ଜଣାଇବା ସହ କାର୍ଯ୍ୟକର୍ତ୍ତାଙ୍କୁ ଶୁଭେଚ୍ଛା ଦେଲେ • ପଶ୍ଚିମବଙ୍ଗର ଜନତା ସୁଶାସନ…