ତାରାଚାନଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ
ଆଡ୍ମିଶନ ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କଲେ, ଏନଆଇଟି ୱାରଙ୍ଗଲରେ ପଢିବେ ତାରାଚାନ୍
ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ବଙ୍ଗମୁଣ୍ଡା ତହସିଲର ଜଣେ ପ୍ରତିଭାବାନ ଛାତ୍ର ତାରାଚାନ୍ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନକୁ ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଅର୍ଥ…