ସହକାରୀ ନିର୍ଦ୍ଦେଶକ ବିଧିଙ୍କ କାର୍ଯ୍ୟଦକ୍ଷତା ସମୀକ୍ଷା ବୈଠକ
ବିଭାଗୀୟ ମାମଲା ପରିଚାଳନାରେ ସହକାରୀ ନିର୍ଦ୍ଦେଶକ ବିଧିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର ୦୪.୦୭.୨୦୨୬: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ମଧ୍ୟରେ ଆଇନ ବିଭାଗ ବେଶ୍ ଗୁରୁତ୍ୱପୂର୍ଣ୍ଣ । ନୂଆ ଆଇନ ପ୍ରଣୟନଠାରୁ ଆରମ୍ଭ କରି ପୁରୁଣା ଆଇନରେ…