ବିଦ୍ୟୁତ ସଂସ୍ପର୍ଶରେ ଆସି ଦୁଇ ଜଣ ଗୁରୁତର
ଦେବଗଡ଼ ରୁ ଅବନୀ କାନ୍ତ ମିଶ୍ର : ମଙ୍ଗଳବାର ଦେବଗଡ ସହର ଉପକଣ୍ଠରେ ଯାଇଥିବା 53 ନମ୍ବର ଜାତୀୟ ରାଜପଥରେ ଉଚ୍ଚ ଶକ୍ତି ସଂପନ୍ନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ଦୁଇ ଜଣ ହେଲେ ଜଗତସିଂହପୁର ଜିଲ୍ଲା ତିର୍ତୋଲ ଥାନା ଅନ୍ତର୍ଗତ ସାମନ୍ତରାପୁର ଗ୍ରାମର କୁଶ…