ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ନଗର ଉନ୍ନୟନ ବିଭାଗର ଜୋର୍ ଦାର୍ ପ୍ରସ୍ତୁତି
ପୁରୀ ୩/୭: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନଗର ଉନ୍ନୟନ ବିଭାଗ ପାଇଁ ଅନେକ ଆହ୍ୱାନ ରହିଥାଏ । ପୁରୀ ମହାନଗର ନିଗମ ବହୁ ପୂର୍ବରୁ ଚଳିତ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି।ସମସ୍ତଙ୍କ ସହଯୋଗ ଓ ସମ୍ମିଳିତ ଭାବେ କାର୍ଯ୍ୟ କରି,ଉନ୍ନତ ସେବା ଯୋଗାଇ ଶୃଙ୍ଖଳିତ ରଥଯାତ୍ରା କୁ ସଫଳ…