“ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ କଂଗ୍ରେସର ଧର୍ମଘଟ ସଫଳ”
ଭୁବନେଶ୍ୱର - ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ପ୍ରଦେଶ କଂଗ୍ରେସ ପକ୍ଷରୁ କରାଯାଇଥିବା ୬ ଘଂଟିଆ ଧର୍ମଘଟ ସଫଳ ହୋଇଛି । ମମିତା ମେହେରକୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ କଂଗ୍ରେସ ଆନ୍ଦୋଳନ ଜାରି ରହିବ ବୋଲି ପିସିସି କାର୍ଯ୍ୟକାରୀ ସଭାପତି…