ବାଣପୁର: ବ୍ଲକ ସମ୍ମୁଖରେ ଧାରଣା ଦେଲେ ୱାର୍ଡମେମ୍ବର ଆଶାୟୀ ଓ ପରିବାରବର୍ଗ
ଚିଲିକା (ସେକ କୌସର ): ବାଣପୁର ବ୍ଲକ ସମ୍ମୁଖରେ ଭୋଟର କାର୍ଡରେ ଅନିୟମିତତାକୁ ନେଇ ଧାରଣା ଦେଇଛନ୍ତି ଜଣେ ପରିବାର। ଖବର ମୁତାବକ କୁମାରାଙ୍ଗ ଶାସନ ଗ୍ରାମର ଦିଲ୍ଲୀପ କୁମାର ମିଶ୍ର ଚଳିତ ବର୍ଷ ପଞ୍ଚାୟତ ନିର୍ବାଚନରେ କୁମାରାଙ୍ଗ ଗ୍ରାମ ପଞ୍ଚାୟତ ୮ ନମ୍ବର ୱାର୍ଡରୁ ୱାର୍ଡ ମେମ୍ବର ପ୍ରାର୍ଥୀ…