ପ୍ରତ୍ୟେକ ପ୍ରସଙ୍ଗରେ ଶସ୍ତା ରାଜନୀତି କରିବା ବିଜେପିର ଅଭ୍ୟାସ ହୋଇଗଲାଣି: ବିଜେଡି

ଭୁବନେଶ୍ୱର : ପ୍ରତ୍ୟେକ ପ୍ରସଙ୍ଗର ରାଜନୀତିକରଣ କରିବା ଏବଂ ଶସ୍ତା ରାଜନୀତି କରିବା ଓଡିଶା ବିଜେପିର ଅଭ୍ୟାସରେ ପରିଣତ ହୋଇଛି । ଏମଏନ୍‍ଆରଇଜିଏ ପ୍ରସଙ୍ଗରେ ବିଜେପି ନେତାଙ୍କ ବିବୃତ୍ତିର ଜବାବରେ ଏହା କହିଛନ୍ତି ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର । ଡକ୍ଟର ପାତ୍ର…

ମମିତା ମେହେର ଅପହରଣ ଓ ହତ୍ୟା ବିରୋଧରେ ଜିଲ୍ଲା ଭାଜପା ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରା ସମ୍ପୂର୍ଣ୍ଣ ସଫଳ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଶିକ୍ଷୟତ୍ରୀ ମମିତା ମେହେରଙ୍କୁ ଅପହରଣ ଓ ପରେ ହତ୍ୟା ହୋଇଥିବା ପ୍ରତିବାଦରେ ଆଜି ଗଜପତି ଜିଲ୍ଲା ଭାଜପା ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ସଫଳ ହୋଇଛି । ଏହି ବନ୍ଦ-ଡାକରା ଆଜି ସକାଳ ୬ଟା ଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ…

“ରାଜନୈତିକ ସ୍ୱାର୍ଥ ପାଇଁ ମହିଳା ଅପରାଧ ପ୍ରସଙ୍ଗକୁ ମୋହରା ଭାବେ ବ୍ୟବହାର କରିବା ବିଜେପିର ଆଦତ”

ବିଜେପିକୁ ବିଜେଡିର ଚାଲେଞ୍ଜ : କୁମ୍ଭୀର କାନ୍ଦଣା ଛାଡି ପ୍ରମାଣ ଥିଲେ ପୁଲିସ୍‍ କିମ୍ବା ଅଦାଲତରେ ଦାଖଲ କର ଭୋଟ ଥିଲେ ସକ୍ରିୟ, ଭୋଟ ସରିଲେ ନିଷ୍କ୍ରିୟ ଦୁଇଟି ଉଦାହରଣ ମାଧ୍ୟମରେ ବିଜେପିକୁ ଜବାବ ଦେଲା ବିଜେଡି ଭୁବନେଶ୍ୱର(ଶାସକ ପ୍ରଶାସକ) : ବିରୋଧୀ ରାଜନୈତିକ ଦଳ,…

ପଦ୍ମପୁରରେ ଚିତ୍ରଗୁପ୍ତ ପୂଜା ଅନୁଷ୍ଠିତ ।

ପଦ୍ମପୁର(ଶାସକପ୍ରଶାସକ)- ପଦ୍ମପୁର କରଣ ସମାଜ ଆନୁକୁଲ୍ୟରେ ସ୍ଥାନୀୟ ମାରୱାଡ଼ି ଧର୍ମଶାଳାଠାରେ ଶ୍ରୀ ଶ୍ରୀ ଚିତ୍ରଗୁପ୍ତ ଦେବଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି । ଏହି ପୂଜାରେ ମନୋଜ କୁମାର ମହାନ୍ତି ଓ ତା'ଙ୍କ ପତ୍ନୀ କବିତା ମହାନ୍ତି କର୍ତ୍ତା କାର୍ଯ୍ୟ ତୁଲାଇଥିଲେ । ଅତ୍ରାହି ରଞ୍ଜନ…

ଜାତୀୟ ଉପଲବ୍ଧି ସର୍ବେକ୍ଷଣ ନେଇ ବୈଠକ:ସାମିଲ ହେବେ ଓଡ଼ିଶାରେ ୫୫୬୩ ବିଦ୍ୟାଳୟ

୮୯୩୭ ଜଣ କ୍ଷେତ୍ର ଅନୁଧ୍ୟାନକାରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ ଭୁବନେଶ୍ୱର :ବିଦ୍ୟାଳୟ ସ୍ତରରେ ଶିକ୍ଷାର୍ଥୀମାନଙ୍କର ଶିକ୍ଷଣ ଉପଲବ୍ଧିକୁ ଜାଣିବା ତଥା ଶିକ୍ଷା ବ୍ୟବସ୍ଥାର ସୁପରିଚାଳନା ପାଇ ଥିବା ସୁବିଧାସୁଯୋଗ ଓ ବ୍ୟବସ୍ଥା ଜାଣିବା ପାଇଁ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ସମସ୍ତ ରାଜ୍ୟ ଓ…

ବିଜ୍ଞାନ ଓ କାରିଗରୀ ବିଭାଗ ପକ୍ଷରୁ ପ୍ରଶିକ୍ଷଣ ନିମନ୍ତେ ୧୧୪ ଜଣ ବିଜ୍ଞାନ ଓ ଗଣିତ ଶିକ୍ଷକଙ୍କ ବେଙ୍ଗାଲୁରୁ ଗସ୍ତ

ଭୁବନେଶ୍ୱର(ଶାସକ ପ୍ରଶାସକ): ବିଜ୍ଞାନ ଓ କାରିଗରୀ ବିଭାଗ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମିଳିତ ସହଯୋଗରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ୩୦ଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ୧୧୪ ଜଣ ଶିକ୍ଷକ ବେଙ୍ଗାଲୁରୁ ଯାତ୍ରା କରିଛନ୍ତିା ବେଙ୍ଗାଲୁରୁସ୍ଥିତ ଭାରତୀୟ ବିଜ୍ଞାନ ସଂସ୍ଥାନ…

ମନରେଗା ଅର୍ଥରେ ବିଜେଡି ପୋଷଣ ଚାଲିଛି: ଡ.ଲେଖାଶ୍ରୀ

ମନରେଗା ଅର୍ଥକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିବା ପ୍ରସଙ୍ଗ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ବାବୁ ଚିଠି ଲେଖି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ମନରେଗା ପାଇଁ ଟଙ୍କା ମାଗିଛନ୍ତି । ହେଲେ ପୂର୍ବରୁ ପାଇଥିବା ଅର୍ଥ କେମିତି ଖର୍ଚ୍ଚ କଲେ ତାର ହିସାବ…

ସିଙ୍ଗାପୁରରେ ଫସିଛନ୍ତି ଓଡିଆ ପରିବାର: ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

ଭୁବନେଶ୍ବର- ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ସିଙ୍ଗାପୁରରେ ଫସିଥିବା ଓଡିଆ ପରିବାରକୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ସିଙ୍ଗାପୁରରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି।…

୧୩ରେ ରାୟଗଡରେ ମେଗା ଆଇନ ସେବା ଶିବିର ଅନୁଷ୍ଠିତ

"ଆଇନ ସଚେତନତା ସହିତ ବିଭିନ୍ନ ସରକାରୀ ସହାୟତା ପ୍ରଦାନ କରାଯିବ" l ରାୟଗଡରୁ ସରୋଜ କୁମାର ସାହୁ: ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ମାସ ତା.୧୩/୧୧/୨୧ ରିଖ ଦିନ ଜିଲ୍ଲାରେ ମେଗl ଆଇନ ସେବା ଶିବିର ଅନୁଷ୍ଠିତ ହେବ l ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ୱାରା ଆୟୋଜିତ…

ସ୍ଵର୍ଣ୍ଣିମ ବିଜୟ ମଶାଲକୁ ପୁରୀରେ ଭବ୍ୟ ସ୍ଵାଗତ

ପୁରୀ/ଭୁବନେଶ୍ଵର-(ଶାସକ ପ୍ରଶାସକ): ସ୍ଵର୍ଣ୍ଣିମ ବିଜୟ ମଶାଲକୁ ପୁରୀରେ ସ୍ଵାଗତ କରାଯାଇଛି । ଏହି ମଶାଲ ଆଜି ସକାଳ ୮ ଟା ସମୟରେ ବ୍ଲୁ ଫ୍ଲାଗ ବିଚରେ ପହଞ୍ଚିବା ପରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା, ଡିଏଫଓ ଶ୍ରୀ ପି. ରାମାସ୍ଵାମୀ…