ସୋଆରେ କୃଷକ ସଚେତନତା କର୍ମଶାଳା

ଭୁବନେଶ୍ୱର : କୃଷକମାନେ ମିଳିତ ଭାବେ କୃଷି କାର୍ଯ୍ୟ କରନ୍ତୁ । ଏକାଠି ଗୋଟିଏ ଉତ୍ପାଦ ଉପରେ କୃଷି ଅଧିକ ଫଳପ୍ରଦ ହେବ ଏବଂ ସେମାନଙ୍କର ଉତ୍ପାଦ ମଧ୍ୟ ଠିକ୍ ମୂଲ୍ୟରେ ଅଧିକ ଆକାରରେ ବିକି୍ର ହୋଇପାରିବ ବୋଲି କହିଛନ୍ତି ଓରିଗୋର କମୋଡିଟିଜ୍ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ର ଉପାଧ୍ୟକ୍ଷ ଶ୍ରୀ…

ଜସ୍ମୀନ ପଣ୍ଡାଙ୍କ ଡକ୍ଟରେଟ୍ ଉପାଧି ଲାଭ

ଭୁବନେଶ୍ୱର : ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲର ର୍ଫାମାସୀ ବିଭାଗର ସିନିୟର ମ୍ୟାନେଜର ଶ୍ରୀମତୀ ଜସ୍ମୀନ୍ ପଣ୍ଡା ଶିକ୍ଷା ଓ ଅନୁସନ୍ଧାନ ଡିମ୍ଡ ଟୁ ବି ୟୁନିଭର୍ସିଟିର ଫ୍ୟାକଲ୍ଟି ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍ସେସରୁ ସମ୍ମାନଜନକ ଡକ୍ଟରେଟ ଉପାଧି ଲାଭ କରିଛନ୍ତି । ଶ୍ରୀମତି ପଣ୍ଡା…

ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ ପାଳିତ

ଭୁବନେଶ୍ୱର(ଶାସକ ପ୍ରଶାସକ) : ୨୬ ଅକ୍ଟୋବରଠାରୁ ୧ ନଭେମ୍ବର ପର୍ଯ୍ୟନ୍ତ ରାଜ୍ୟରେ ଦୁର୍ନୀତି ନିର୍ବାରଣ ସପ୍ତାହ ପାଳନ ପରିପ୍ରେକ୍ଷୀରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଆଜି ପୂର୍ବାହ୍ନ ୧୧ଟାବେଳେ ଦୁର୍ନୀତି ବିରୋଧୀ ଶପଥ ପାଠ କରାଯାଇଥିଲାା ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ…

ରାଜ୍ୟର ୩୪ଟି ପୋଲିସ ଜିଲ୍ଲାରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ହେବ

ଭୁବନେଶ୍ୱର (ଶାସକ ପ୍ରଶାସକ) : ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ (Child Friendly Police Station) ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ…

ରାଜ୍ୟରେ ବୟନ ଶିଳ୍ପର ବିକାଶ ପାଇଁ କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର

ପିଏମ୍ ମିତ୍ର ଯୋଜନାରେ ଓଡିଶାରେ ମେଗା ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର – ବୟନ ଶିଳ୍ପ କ୍ଷେତ୍ରରେ ଅପାର ସମ୍ଭାବନା ଥିବା ଓଡିଶା ରାଜ୍ୟରେ ପିଏମ୍ ମିତ୍ର ଯୋଜନାରେ ଏକ ଗ୍ରୀନ୍ ଫିଲ୍ଡ ମେଗା ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା…

ସାକେତଙ୍କୁ ସମ୍ମାନ ସୂଚକ ଡିଲିଟ

ପଦ୍ମପୁର : ଗତ ୨୩ ତାରିଖ ପଣ୍ଡିଚେରି ଠାରେ ଗ୍ଲୋବାଲ ହ୍ୟୁମେନ ପିସ ୟୁନିଭର୍ସିଟି ତରଫରୁ ଅନୁଷ୍ଠିତ କନଭୋକେସନରେ କୋସଲି ଭାଷାକର୍ମୀ ସାକେତ ଶ୍ରୀଭୁଷଣ ସାହୁଂକୁ ସମ୍ମାନ ସୂଚକ ଡକ୍ଟରେଟ ଅଫ ଲିଟ୍ରେଚର ଉପାଧି ଦିଆଯାଇଛି । ଶ୍ରୀ ସାହୁ ଗତ ଗୋଟିଏ ଦସନ୍ଧି ହେବ କୋସଲି ର ସାମ୍ବିଧାନିକ ମାନ୍ୟତା…

ମମିତା ମେହେର ହତ୍ୟାକାଣ୍ଡ :ମହିଳାମୋର୍ଚ୍ଚା କାର୍ଯ୍ୟକର୍ତାଙ୍କ ମୈାନଧାରଣା

ଭୁବନେଶ୍ୱର : ବହୁଚର୍ଚ୍ଚିତ ମମିତା ମେହେରା ହତ୍ୟାକାଣ୍ଡରେ ରାଜ୍ୟର ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଂକର ମିଶ୍ରଙ୍କ ସଂପୃକ୍ତି ସ୍ପଷ୍ଟ ହେବାରେ ଲାଗିଛି କିନ୍ତୁ ମୁଖ୍ୟମନ୍ତ୍ରୀ ସବୁ ଜାଣି ମଧ୍ୟ ନିରବ ଅଛନ୍ତି । ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ସହ ମନ୍ତ୍ରୀ ଶ୍ରୀ ମିଶ୍ରଙ୍କ ଘନିଷ୍ଠ ସଂପର୍କ ଏବଂ…

ସିଆରପିଏଫ ଦ୍ଵାରା ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ

ପାଟଣାଗଡ଼,(ଯତୀନ୍ଦ୍ର ନନ୍ଦ)- ବଲାଙ୍ଗିର ଜିଲ୍ଲାର ପ୍ରସିଦ୍ଧ ଶୈବ ପୀଠ ହରିଶଙ୍କର ଠାରେ ଆଜି ତା 25,10,21ରିଖ ଦିନ ସିଆରପିଏଫ ବାଟାଲିୟନ 189 ଦ୍ଵାରା ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ ବହୁ ନିରାଡମ୍ବର ଭାବରେ ପାଳିତ ହୋଇଯାଇଛି! ସିଆରପିଏଫ ଆସିଷ୍ଟାଣ୍ଡ କମାଣ୍ଡର ଲକ୍ଷବିନ୍ଦର ସିଂହ ଏବଂ…

୧୫ ଶ୍ରମିକ ଉଦ୍ଧାର,୨ଗିରଫ

ପାଟଣାଗଡ଼,(ଯତୀନ୍ଦ୍ର ନନ୍ଦ)କେବିକେ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡକୁ କିଏବା ନଜାଣେ ଏକ ଦାଦନ ପ୍ରବଣ ଅଞ୍ଚଳ ବୋଲି ! ଅପର ପଟେ ସରକାର ବେଆଇନ ଦାଦନ ଶ୍ରମିକ ଚାଲାଣକୁ ରୋକିବା ପାଇଁ ସରକାରୀ ସ୍ତରରେ ନିର୍ଦ୍ଧେଶ ଜାରି କରିଥିଲେ ସୁଦ୍ଧା ସ୍ଥାନୀୟ ଅଞ୍ଚଳରେ ସେମିତି କିଛିଟା ପ୍ରଭାବ…

ଉତ୍କଳ ଆଲୁମିନା କର୍ମଚାରୀ ସଂଘର ନିର୍ବାଚନ ଶେଷ

ଜୟଦାନ ସଭାପତି, ଉପ ସଭାପତି ଭାବେ ସୁନାମ ଓ ସାଧାରଣ ସମ୍ପାଦକ ଭାବେ କୈଳାଶ ନିର୍ବାଚିତ କାଶୀପୁର ଟିକିରି ରୁ ବୈକୁଣ୍ଠ ଦୁରିଆ : ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକର ଦୋରାଗୁଡା ଠାରେ ଥିବା ଉତ୍କଳ ଆଲୁମିନା କର୍ମଚାରୀ ସଂଘର ନିର୍ବାଚନ ଶେଷ ହେଇଯାଇଛି ଏହି ନିର୍ବାଚନରେ ସଭାପତି ଭାବେ ଜୟଦାନ…