ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଅର୍ଥନୀତି ବିଭାଗର ପାରଦର୍ଶିତା ।

ପଦ୍ମପୁର(ଶାସକ ପ୍ରଶାସକ)-ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଅର୍ଥନୀତି ବିଭାଗର ଚାରିଜଣ ଛାତ୍ରୀ ଓଡ଼ିଶାର କମନ ପିଜି ଏନଟ୍ରାନସ ଏବଂ ବିଳାସପୁର କେନ୍ଦ୍ରିୟ ବିଶ୍ବବିଦ୍ୟାଳୟରେ ସଫଳତାର ସହ ଉତ୍ତିର୍ଣ ହୋଇ ଅର୍ଥନୀତିରେ ଏମଏ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି ।…

ବାହାରିଲା ହିନ୍ଦୀ ଶିକ୍ଷକ ନିଯୁକ୍ତି ପାଇଁ ଅନଲାଇନ ପରୀକ୍ଷାର ଫଳ

ଭୁବନେଶ୍ୱର (ଶାସକ ପ୍ରଶାସକ) : ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ତରଫରୁ ରାଜ୍ୟର ସରକାରୀ ମାଧ୍ୟମିକ ବିଦ୍ୟାଳୟଗୁଡିକରେ ଖାଲିଥିବା ହିନ୍ଦୀ ଶିକ୍ଷକ ପଦବୀରେ ନିଯୁକ୍ତି ନିମନ୍ତେ ତା4.10.2021 ରିଖରେ ହୋଇଥିବା ଅନଲାଇନ ପରୀକ୍ଷାର ଫଳ ଚୂଡାନ୍ତ ହୋଇଛି । ମୋଟ 953 ପ୍ରାର୍ଥୀ ଏହି ପରୀକ୍ଷାରେ…

ଉତ୍କଳ ଆଲୁମିନା କର୍ମଚାରୀ ସଂଘର ନିର୍ବାଚନ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ

ନିଜ ସପକ୍ଷରେ ସମର୍ଥନ ଯୋଗାଡ ପାଇଁ ଉଦ୍ୟମ ଜୋରଦାର କାଶୀପୁର ଟିକିରି ରୁ ବୈକୁଣ୍ଠ ଦୁରିଆ :ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକର ଦୋରାଗୁଡା ଠାରେ ଥିବା ଉତ୍କଳ ଆଲୁମିନା କାରଖାନା ପକ୍ଷ ରୁ ଅକ୍ଟବୋର ମାସ 25ତାରିଖ ଦିନ ହେବାକୁ ଥିବା ଆଞ୍ଚଳିକ କର୍ମଚାରୀ ସଂଘର ନିର୍ବାଚନ ପାଇଁ ସଭାପତି…

ବିଶ୍ବ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳର ପ୍ରତିବାଦ ଶୋଭାଯାତ୍ରା ଓ ସ୍ମାରକ ପତ୍ର ପ୍ରଦାନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ବିଶ୍ବ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ପାରଳାଖେମୁଣ୍ଡି ନଗରରେ ଜନ ଜାଗରଣ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।ଏଇ ଅବସରରେ ଜିଲ୍ଲାରେ ଗୋ ହତ୍ଯା ଓ ଗୋ ଚାଲାଣ ରୋକିବା, ଧର୍ମାନ୍ତରୀକରଣ ବନ୍ଦ କରିବା, ବେଆଇନ ଅନୁପ୍ରବେଶକାରିଙ୍କୁ…

ସମ୍ ହୃଦରୋଗ ବିଶେଷଜ୍ଞଙ୍କ ପ୍ରଚେଷ୍ଟା, ସଫଳ ଉପଚାର ଯୋଗୁଁ ନୂଆ ଜୀବନ ପାଇଲା ନବଜାତ ଶିଶୁ

ଭୁବନେଶ୍ୱର, : ଇନଷ୍ଟିଟ୍ୟୁଟ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ ଡାକ୍ତରଙ୍କର ସଫଳ ଉପଚାର ଫଳରେ ନୂଆ ଜୀବନ ପାଇଛି ୪ ଦିନର ଶିଶୁ କନ୍ୟା । ଡେକ୍ସଟ୍ରୋ-ଟ୍ରାନ୍ସପୋଜିସନ୍ ଅଫ୍ ଦି ଗ୍ରେଟ୍ ଆର୍ଟେରୀଜ୍ (ଡି-ଟିଜିଏ)ଭଳି ହୃଦରୋଗ ସହିତ ଜନ୍ମ ନେଇଥିବା ଶିଶୁଟିକୁ ସୁସ୍ଥ…

ଭଦ୍ରକରେ ପୁଣି ୩୧୬ ଗ୍ରାମ ବ୍ରାଉନସୁଗର ଜବତ ; ୩ ଗିରଫ

ଭଦ୍ରକ (ସତ୍ୟଭୂଷଣ ସ୍ବାମୀ): ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ଦ୍ବାରା ୧୬ନମ୍ବର ଜାତୀୟ ରାଜପଥ ଚରମ୍ପା-ଧାମରା ରେଳ ବ୍ରିଜ ତଳ ରାସ୍ତାରେ ଏମଭିଆଇ ଏନଫୋର୍ସମେଣ୍ଟ ଚେକିଂ ଚାଲିଥିବା ବେଳେ ସନ୍ଦେହରେ ବାଇକ ଚାଳକ ଗ୍ରାମାଞ୍ଚଳ ଥାନା ଅଧିନସ୍ତ ବଉଳ ପୋଖରୀ ଗ୍ରାମ ନିଵାସୀ କପିଳ ମଲ୍ଲିକ ଓରଫ…

ମାଣ୍ଡୋସିଲ ଗ୍ରାମ ଠାରେ ଜିଲ୍ଲା ବିଜୁ ମହିଳା ଜନତା ଦଳର ଶ୍ରମଦାନ ଶିବିର ଅନୁଷ୍ଠିତ

ନୂଆପଡ଼ାରୁ ଯଶୋବନ୍ତ କୁମାର:ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ମାଣ୍ଡୋସିଲ ଗ୍ରାମର ପ୍ରାଥମିକ ବିଦ୍ୟାଳୟ ଠାରେ ନୂଆପଡ଼ା ଜିଲ୍ଲା ବିଜୁ ମହିଳା ଜନତା ଦଳ ପକ୍ଷରୁ ଶନିବାର ଏକ ଶ୍ରମଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସରସ୍ୱତୀ ବାଗଙ୍କ…

ଅତି ନିମ୍ନ ରୁଚିର ରାଜନୀତି କରୁଛି ବିଜେପି ମହିଳା ମୋର୍ଚ୍ଚା: ବିଜେଡି

ଭୁବନେଶ୍ୱର: ଓଡିଶା ବିଜେପିର ମହିଳା ମୋର୍ଚ୍ଚା ଆଜି ତାହାର ଘେରାଉ ସମୟରେ ମିଥ୍ୟା ଓ ଭିତ୍ତିହୀନ ବିବୃତି ଦେଇ ସମସ୍ତ ଲଜ୍ଜାକୁ ଅତିକ୍ରମ କରି ଅତି ନିମ୍ନ ସ୍ତରକୁ ଖସି ଆସିଛି । ଏଭଳି ଭାବେ ନିମ୍ନ ସ୍ତରକୁ ଯିବା ସମ୍ପୂର୍ଣ୍ଣ ନୂଆ ଯାହାକି ଶସ୍ତା ରାଜନୀତି ପାଇଁ ପୂର୍ବରୁ ଖେଳାଯାଇଥିବା…

ଦୁଇ ଦିନିଆ ଅଲ ଓଡ଼ିଶା କୁସ୍ତି ପାଇଁ ପୁରୀ ପ୍ରସ୍ତୁତ

ପୁରୀ/ଅନିମେଶ ପଟ୍ଟନାୟକ :: ପୁରୀରେ ହେବ ଅଲ ଓଡ଼ିଶା କୁସ୍ତି ପ୍ରତିଯୋଗିତା । ଚଳିତ ମାସ ୨୫ ଓ,୨୬ ତାରିଖରେ ହେବ ପ୍ରତିଯୋଗିତା । ଏଥି ପାଇଁ ପୁରୀ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ । ନିଳାଦ୍ରି ବିଚ୍ ଠାରେ ଏହି ପ୍ରତିଯୋଗିତା ହେବ ବୋଲି ପ୍ରଶାସନ ପକ୍ଷରୁ ଟୁଇଟ କରି କୁହାଯାଇଛି । ସେଥିପାଇଁ…

ହତ୍ୟାକାରୀ ଗୋବିନ୍ଦ ଓ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ମାସକର କଲ ରେକର୍ଡକୁ ସାର୍ବଜନୀନ କରିବାକୁ କଳାହାଣ୍ଡି ସାଂସଦ ଙ୍କ…

ନୂଆପଡ଼ାରୁ ଯଶୋବନ୍ତ କୁମାର: ବହୁ ଚର୍ଚ୍ଚିତ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କରଙ୍କୁ ବଞ୍ଚାଇବା ପାଇଁ ଭୁବନେଶ୍ୱରରୁ କାହାଣୀ ତିଆରି ହେଉଛି ବୋଲି ଭାରତୀୟ ଜନତା ପାର୍ଟି ଜିଲ୍ଲା କାର୍ଯ୍ୟାଳୟ , ନୂଆପଡା ଠାରେ ଆହୁତ ଏକ ସାମ୍ବାଦିକ ସମ୍ମିଳନୀରେ…