ରାୟଗଡ ଜିଲ୍ଲାପାଳଙ୍କ ରାମନଗୁଡା ଓ ଗୁଣପୁର ଗସ୍ତ : “ଫୋକସରେ ମଡେଲ ହାଇସ୍କୁଲ”
ରାୟଗଡାରୁ ସରୋଜ କୁମାର ସାହୁ: ରାୟଗଡ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ମିଶ୍ର ରାମନଗୁଡା ଓ ଗୁଣପୁର ଗସ୍ଥ କରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ରାମନଗୁଡା ଉଚ୍ଚ ବିଦ୍ୟାଳୟର ଅଧୁନିକୀ କରଣ, ସ୍ମାର୍ଟ କ୍ଲାସ, ଇ ଲାଇବ୍ରେରୀ, ଖେଳ ପଡ଼ିଆର କାର୍ଯ୍ୟ ସମୂହ ପରିଦର୍ଶନ…