ଗୁମ୍ମା ବ୍ଲକରେ ଜିଲ୍ଲାପାଳଙ୍କ ଉନ୍ନୟନ ମୂଳକ କାର୍ଯ୍ୟ , ସ୍କୁଲ ପରିଦର୍ଶନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକରେ ଉନ୍ନୟନ ମୂଳକ କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା। ସୂଚନା ଅନୁସାରେ ଶ୍ରୀ ପଣ୍ଡା ଗୁମ୍ମା ବ୍ଲକ ଅନ୍ତର୍ଗତ ଜିବା ଓ ସେରଙ୍ଗରେ ଥିବା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଥିବା ଜଣାପଡ଼ିଛି।…