ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟକ୍ରମର ସଠିକ ରୂପାୟନ ପାଇଁ ଏକ ସର୍ବସାଧାରଣ ଶପଥପତ୍ର ପ୍ରଦାନ କରନ୍ତୁ ଦଳ ତଥା ପ୍ରାର୍ଥୀ
ଓଡିଶା ଅଭିଭାବକ ମହାସଂଘ ଜଗତସିଂହପୁର ଶାଖାର ସାମ୍ବାଦିକ ସମ୍ମିଳନୀ
ଜଗତସିଂହପୁର/ ସୁମନ୍ତ କୁମାର ଦାସ : ଜଗତସିଂହପୁର କଲେଜଛକସ୍ଥିତ ବିଦ୍ୟାବାଣୀ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି । ଗ୍ରାମାଞ୍ଚଳରେ ସବୁ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ଉପଲବ୍ଧ ସହିତ ଶିକ୍ଷାର…