କୁକୁଡ଼ା ଲାମ୍ପସ୍ ପରିଚାଳନା ନିର୍ଦ୍ଦେଶକ ପରିକ୍ଷୀତ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍
ରାଉରକେଲା,(ବସନ୍ତ କୁମାର ଜେନା):ସୁନ୍ଦରଗଡ଼: ଆଜି ସକାଳୁ ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ବ୍ଲକ୍ କୁକୁଡା ସମବାୟ ସମିତି (ଲାମ୍ପସ୍ )ର ପରିଚାଳନା ନିର୍ଦ୍ଦେଶକ ପରୀକ୍ଷିତ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଭିଜିଲାନ୍ସ ଡିଏସପି…