ବାଲ୍ୟବିବାହ ବନ୍ଦ କଲା ଗଜପତି ଜିଲ୍ଲା ପ୍ରଶାସନ
ପାରଳାଖେମୁଣ୍ଡି, / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକର ସି.ଏଚ୍.ଲକ୍ଷ୍ମୀପୁର ଗ୍ରାମରେ ଆଗାମୀ ଦିନରେ ହେବାକୁ ଥିବା ଏକ ବାଲ୍ୟବିବାହକୁ ବନ୍ଦ କଲା ଜିଲ୍ଲା ପ୍ରଶାସନ । ଉକ୍ତ ବାଲ୍ୟବିବାହ ସମ୍ପର୍କରେ ବିଶ୍ବସ୍ଥ ସୂତ୍ରରୁ କାଶୀନଗର ବାଲ୍ୟବିବାହ ନିଷେଧ ଅଧିକାରିଣୀ…