ଜଗତସିଂହପୁର ଠାରେ ୭୩ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ
ଜଗତସିଂହପୁର/ ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ସଦର ମହକୁମାସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମଠାରେ ୭୩ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ କୋଭିଡ-୧୯ ମାର୍ଗଦର୍ଶିକା ଅନୁଯାୟୀ ମହାସମାରୋହରେ ପାଳିତ ହୋଇ ଯାଇଅଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…