ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ନେତାଜୀ ଜୟନ୍ତୀ ପାଳନ
ଜଗତସିଂହପୁର/ ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଭାରତୀୟ ସ୍ୱାଧୀନତା ସଂଗ୍ରାମର ଅନ୍ୟତମ କର୍ଣ୍ଣଧାରା ତଥା ମହାନ ରାଷ୍ଟ୍ରନାୟକ ନେତାଜୀ ସୁଭାଷଚନ୍ଦ୍ର ଭୋଷଙ୍କ ଜନ୍ମ ଜୟନ୍ତୀ ପାଳନ ହୋଇଯାଇଅଛି l ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟ୍ଟୱାରୀ କଲେଜ…