ମୋହନ ମାଝୀଙ୍କ ଉପରେ ବୋମା ମାଡ଼ ଘଟଣାକୁ ଦୃଢ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟନୁଷ୍ଠାନ ଗ୍ରହଣ କରନ୍ତୁ - ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର – ବିଧାନସଭାରେ ବିରୋଧୀ ଦଳର ମୁଖ୍ୟ ସଚେତକ ତଥା ବିଜେପିର ବରିଷ୍ଠ ନେତା ମୋହନ ଚରଣ ମାଝୀଙ୍କ ଉପରେ ବୋମା ମାଡ଼ ଘଟଣାକୁ ଦୃଢ଼ ନିନ୍ଦା କରିବା ସହ ଗୃହ ବିଭାଗର…