ସମିତି ସଭ୍ୟ ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ଯୁବ ସାମ୍ବାଦିକ
ପଦ୍ମପୁର : ଗାଇସିଲାଟ ବ୍ଳକ ଅନ୍ତର୍ଗତ ଗୁଦେରପାଲି ଗ୍ରାମ ପଞ୍ଚାୟତ ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଗୁଦେରପାଲି ଗ୍ରାମ ପଞ୍ଚାୟତର ଯୁବ ଗୋଷ୍ଠୀଙ୍କ ସମର୍ଥନରେ ଯୁବ ସାମ୍ବାଦିକ ରିଙ୍କୁ ଦେବତା ସମିତି ସଭ୍ୟ ପ୍ରାର୍ଥୀ ଭାବରେ ନାମାଙ୍କନ ଦାଖଲ କରିଛନ୍ତି | କୋଭିଡ ଗାଇଡ଼ଲାଇନ କୁ ମାନି…