ଚାଖି ଖୁଣ୍ଟିଆଙ୍କ ବଳିଷ୍ଠ ନେତୃତ୍ୱ ଏବଂ ଅବଦମିତ ଦେଶପ୍ରେମ ଚିରସ୍ମରଣୀୟ
ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମହାନ ବିପ୍ଳବୀ ଚାଖି ଖୁଣ୍ଟିଆଙ୍କ ୨୦୦ତମ ଜୟନ୍ତୀ ପାଳିତ
ଭୁବନେଶ୍ୱର(ଶାସକ ପ୍ରଶାସକ) : ବହୁ ସ୍ୱାଧୀନତା ସଂଗ୍ରାମୀଙ୍କର ଉତ୍ସର୍ଗୀକୃତ ସେବା ଓ ତ୍ୟାଗପୂର୍ଣ୍ଣ ବଳିଦାନ ଯୋଗୁ ଭାରତବର୍ଷ ପରାଧୀନତାର ଶୃଙ୍ଖଳରୁ ମୁକ୍ତିଲାଭ କରିଥିଲାା ସେହିପରି ଜଣେ ମହାନ…