ପରିବେଶ ସୁରକ୍ଷା ନିମନ୍ତେ ଦିବସଙ୍କୁ ମିଳିଲା ଉପଖଣ୍ଡ ସ୍ତରୀୟ ବିଜୁ ପଟ୍ଟନାୟକ ପୁରସ୍କାର

ପଦ୍ମପୁର : ପରିବେଶ ସୁରକ୍ଷା ନିମନ୍ତେ ଉଲ୍ଲେଖନିୟ ଅବଦାନ ପାଇଁ ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ତୁମୁରିପାଣି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଦିବସ କୁମାର ସାହୁଙ୍କୁ ୨୦୨୦ ମସିହା ପାଇଁ "ଜଙ୍ଗଲ ଏବଂ ପରିବେଶ ବିଭାଗ,ଓଡିଶା ସରକାରଙ୍କ ତରଫରୁ ପଦ୍ମପୁର ଉପଖଣ୍ଡ…

କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କ ପଦ୍ମପୁର ଗସ୍ତ

ପଦ୍ମପୁର (ଶାସକପ୍ରଶାସକ)-ସାରା ଦେଶରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜନ ଆଶିର୍ବାଦ ଯାତ୍ରା ଆରମ୍ଭ କରାଯାଇଛି । କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରୀ ଦେଶର ବିଭିନ୍ନ ସ୍ଥାନକୁ ଯାଇ କେନ୍ଦ୍ର ସରକାରଙ୍କ ଉନ୍ନୟନ ମୂଲକ କାର୍ଯ୍ୟ ବିଷୟରେ ଲୋକଙ୍କୁ ଅବଗତ କରିବା ସହ ବିଭିନ୍ନ ଯୋଜନା ବିଷୟରେ…

ବିଶିଷ୍ଟ ବ୍ୟବସାୟୀ ପର୍ଶୁରାମ ଅଗ୍ରୱାଲଙ୍କ ପରଲୋକ ।

ପଦ୍ମପୁର(ଶାସକପ୍ରଶାସକ)-ପଦ୍ମପୁର ସହରର ବିଶିଷ୍ଟ ସମାଜସେବୀ ତଥା ବ୍ୟବସାୟୀ ପର୍ଶୁରାମ ଅଗ୍ରୱାଲଙ୍କ ୮୦ ବର୍ଷ ବୟସରେ ମଙ୍ଗଳବାର ସନ୍ଧ୍ୟା ୭ଟା ୨୫ ରେ ପଦ୍ମପୁର ସହରର ବରଗଡ଼ ରୋଡ଼ସ୍ଥିତ କଳିଙ୍ଗ ନିବାସରେ ମୄତ୍ୟ ଘଟିଛି । ସ୍ବର୍ଗତ ଅଗ୍ରୱାଲ ଜଣେ ପରୋପକାରୀ , ଧର୍ମପରାୟଣ ତତା ମେଲାପି ଲୋକ…

“ମୋ କଲେଜ ଅଭିଯାନ” ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଶତାୟୁ ମହାବିଦ୍ୟାଳୟ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ବୟଂଶାସିତ ମହାବିଦ୍ୟାଳୟ ଆନୁକୂଲ୍ୟରେ "ମୋ କଲେଜ ଅଭିଯାନ" କାର୍ଯ୍ୟାଳୟ ସଭାଗୃହ ଠାରେ "ମୋ କଲେଜ" ଅଭିଯାନର ଏକ ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…

୨୧ ମାସର ଶିଶୁର ଛାତିରୁ ୫୦୦ ଗ୍ରାମର ଟ୍ୟୁମର

ଅସ୍ତ୍ରୋପଚାର କରି ବାହାର କଲେ ସମ୍ ସର୍ଜନ ଭୁବନେଶ୍ୱର,: ୨୧ ମାସର ଶିଶୁର ଛାତିରୁ ୫୦୦ ଗ୍ରାମ ଓଜନର ଏକ ବଡ ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ଇନଷ୍ଟିଟ୍ୟୁଟ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ସର୍ଜନମାନେ ।ସାଢେ଼ ୮ କେଜି ଓଜନର ଏହି ଶିଶୁ ପୁତ୍ରଟିର ଗତ ୭- ୮ ମାସ…

ଲଖିମପୁର ଯିବାକୁ ରାହୁଲଙ୍କୁ ଅନୁମତି ଦେଲେନି ଯୋଗୀ ସରକାର

ଉତ୍ତରପ୍ରଦେଶ: ରାହୁଲଙ୍କୁ ଲଖିମପୁର ଆସିବାକୁ ମିଳିଲାନି ଅନୁମତି । ମଙ୍ଗଳବାର ବିଳମ୍ବିତ ରାତିରେ ଯୋଗୀ ସରକାର ରାହୁଲଙ୍କ ଲଖିମପୁର ଖେରା ପରିଦର୍ଶନକୁ ମନା କରିଛନ୍ତି । ଗତ ରବିବାର ହିଂସା ପରେ ସେଠାରେ ୧୪୪ ଧାରା ଲାଗିଥିବାରୁ ରାହୁଲଙ୍କୁ ବାରଣ କରାଯାଇଥିବା ଉତ୍ତରପ୍ରଦେଶ ସରକାର ତରଫରୁ…

ଆଜିବି ଡିଜିଟାଲ ସେବା ପାଇବାରୁ ବଞ୍ଚିତ କନ୍ଧମାଳ ଜିଲ୍ଲାର ଅନେକ ଗ୍ରାମ

ଘୁ.ଉଦୟଗିରି(ଗଗନ କୁମାର ପ୍ରଧାନ): ଆଜିବି ଡିଜିଟାଲ ସେବା ପାଇବାରୁ ବଞ୍ଚିତ କନ୍ଧମାଳ ଜିଲ୍ଲାର ଅନେକ ଗ୍ରାମ I ଯାହା ପାଇଁ ଅନଲାଇନ ମାଧ୍ୟମରେ ଶିକ୍ଷା ଲାଭ କରିବାରୁ ବଞ୍ଚିତ ଅନେକ ଛାତ୍ରଛାତ୍ରୀ I କନ୍ଧମାଳ ଜିଲ୍ଲା ଅଧିନସ୍ଥ ଘୁ.ଉଦୟଗିରି ବ୍ଲକ ଅନ୍ତର୍ଗତ ରଟିଙ୍ଗିଆ ଓ ଗ୍ରେସିଙ୍ଗିଆ…

ରାଜଧାନୀ ଏକ୍ସପ୍ରେସ ଭଳି ପୁରୀ-ହାଟିଆ ତପସ୍ୱିନୀ ଏକ୍ସପ୍ରେସକୁ ଏଲ୍ଏଚବି କୋଚରେ ପରିଣତ କରାଯାଉ – ଧର୍ମେନ୍ଦ୍ର…

କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପତ୍ର ନୂଆଦିଲ୍ଲୀ/ଭୁବନେଶ୍ୱର– ରାଜଧାନୀ ଏକ୍ସପ୍ରେସ ଭଳି ପୁରୀ- ହାଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସକୁ ଲିଙ୍କ୍ ହଫମେନ୍ ବୁଶ (ଏଲଏଚବି) କୋଚରେ ପରିଣତ କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ କେନ୍ଦ୍ର ରେଳ…

ପାରଳା ନଗର କଂଗ୍ରେସ ସଭାପତି ଭାବେ ମନୋଜ କୁମାର ସାହୁ ମନୋନୀତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କଂଗ୍ରେସ ସଭାପତି ଦାଶରଥୀ ଗମାଙ୍ଗ ଜିଲ୍ଲା କଂଗ୍ରେସ କମିଟି ଘୋଷଣା କରିଛନ୍ତି ଏହି ନୂଆ କମିଟିରେ ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ସ୍ୱର୍ଗତ ତ୍ରିନାଥ ସାହୁଙ୍କ କନିଷ୍ଠ ପୁତ୍ର ମନୋଜ କୁମାର ସାହୁଙ୍କୁ ନଗର କଂଗ୍ରେସ ସଭାପତି…

ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ଠାରୁ ଅକ୍ଟୋବର ୫ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ପର୍ଯ୍ୟାୟ କ୍ରମେ ପାଳନ କରାଯାଇଛି…