ଦିଅରର ଆକ୍ରମଣରେ ଭାଉଜ ମୃତ ; ପୁତୁରା ଗୁରୁତର
ବେଲଗୁଣ୍ଠା,୦୧/୦୭-(ଶିବରାମ ଚୌଧୁରୀ )-, ଘରୋଇ ଅଶାନ୍ତିରୁ ଚାଲି ଯାଇଛି ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ ପାଲକଷଣ୍ଢା ଗ୍ରାମରେ। ଦୁଇ ପରିବାର ମଧ୍ୟରେ ହଣାକଟା ଘଟି ଜଣେ ମହିଳା ମୃତ୍ୟୁ ବରଣ କରିଥିବା ବେଳେ…