୬ ଅନାଥ ଝିଅଙ୍କୁ ସହାୟତାର ହାତ ବଢ଼ାଇଲା କିସ୍ ଫାଉଣ୍ଡେସନ୍
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକ୍ର ଦୁର୍ଗମ ଅଞ୍ଚଳରେ ଥିବା ଖାରିସାହିର ୬ ଅନାଥ ଭଉଣୀଙ୍କୁ ସହାୟତାର ହାତ ବଢ଼ାଇଛି କିସ୍ ଫାଉଣ୍ଡେସନ୍। ଗତବର୍ଷ ଏପ୍ରିଲ୍ ମାସରେ ସେମାନଙ୍କ ବାପା ଉର୍ବଙ୍ଗ ଦଳବେହେରା ଓ ମାଆ ସୁଜନୀ ଜ୍ୱରରେ ପୀଡ଼ିତ ହୋଇ ମୃତ୍ୟୁବରଣ…