ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମାନ୍ୟବର ରାଜ୍ୟ ଆଇନସେବା ପ୍ରାଧିକରଣ କଟକ ଓ ମାନ୍ୟବର ଜିଲ୍ଲା ଦୌରା ଜଜ୍ ତଥା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ସତ୍ୟପିର ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ କୋଭିଡ୍ କଟକଣାର ଅନୁପାଳନ ପୂର୍ବକ ଏକ ଅନଲାଇନ…