ପାଠ ପଢ଼ା ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ପଦ୍ମପୁର ଉପଜିଲ୍ଲାପାଳଙ୍କୁ ଭେଟିଲେ ଦଳିତ ଛାତ୍ରୀ
ପଦ୍ମପୁର(ଶାସକ ପ୍ରଶାସକ)-ବରଗଡ଼ ଜିଲ୍ଲା ରାଜବୋଡାସମ୍ବର ବ୍ଲକ ଅନ୍ତର୍ଗତ ବାଦିମାଲ ଗାଁ ର ପଦ୍ମପୁର ମହିଳା ଡିଗ୍ରୀ ମହାବିଦ୍ୟାଳୟ ର ଦଳିତ ଛାତ୍ରୀ ରେଣୁ ସୁନା ପଢ଼ିବାପାଇଁ ଆର୍ଥିକ ସହାୟତା ଯୋଗାଇ ଦେବାପାଇଁ ଆଜି ପଦ୍ମପୁର ଉପଜିଲ୍ଲାପାଳଙ୍କୁ ଭେଟି ଲିଖିତ ଆକାରରେ ଜଣାଇବାରୁ ଉପଜିଲ୍ଲାପାଳ…