କର୍ଣ୍ଣାଟକ ଦମ୍ପତ୍ତିଙ୍କ ଗଜପତି ଜିଲ୍ଲାରୁ ପୋଷ୍ୟ ସନ୍ତାନ ଗ୍ରହଣ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୨୬ତମ ଶିଶୁକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ପୋଷ୍ୟ ସନ୍ତାନ ଭାବେ କର୍ଣ୍ଣାଟକ ରାଜ୍ୟର ବାଙ୍ଗାଲୋର ସହରର ଗୋଟିଏ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି। ଗତ ଲକ୍ ଡାଉନ୍ ଏବଂ ସଟ୍…