ଆଜାଦିକା ଅମୃତ ମହୋତ୍ସବ ଅବସରରେ ଗଜପତିରେ ପ୍ରାକୃତିକ ବିପର୍ଯୟ ମୁକାବିଲା ପାଇଁ ମକ୍ ଡ୍ରିଲ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ତରଫରୁ ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଆଜାଦିକା ଅମୃତ ମହୋତ୍ସବ ଅବସରରେ ପ୍ରାକୃତିକ ବିପର୍ଯୟର ମୁକାବିଲା ପାଇଁ ଏକ ମକ୍ ଡ୍ରିଲ କାର୍ଯ୍ୟକ୍ରମ ଓ ସଚେତନତା ସଭା ଆୟୋଜିତ ହୋଇଯାଇଛି । ପାରଳାଖେମୁଣ୍ଡି ଉପକଣ୍ଠର…