ନେହେରୁ ଯୁବ କେନ୍ଦ୍ର ତରଫରୁ ଜିଲ୍ଲାସ୍ତରୀୟ ନୃତ୍ୟ , ସଙ୍ଗୀତ ଓ ଅଭିନୟ ପ୍ରତିଯୋଗୀତା
https://youtu.be/3uiuTtoQN_0
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସଭା ଗୃହ ଠାରେ ବୁଧବାର ଦିନ କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ମନ୍ତ୍ରଣାଳୟ ଅଧିନସ୍ଥ ଗଜପତି ଜିଲ୍ଲା ନେହେରୁ ଯୁବ କେନ୍ଦ୍ର ପକ୍ଷରୁ…