ରଣପୁର ଏନ. ଏସି ରେ ବିଧାୟକ ଦ୍ୱାରା ବିଭିନ୍ନ ପ୍ରକଳ୍ପ ର ଶିଳାନ୍ୟାଶ ଓ ଭିତ୍ତିପ୍ରସ୍ଥର ସ୍ଥାପନ
ରଣପୁର /ପ୍ରସନ୍ନ କୁମାର ସାମନ୍ତରାୟ: ନୟାଗଡ ଜିଲ୍ଲା ରଣପୁର ଏନ. ଏ. ସି ରେ ସ୍ଥାନୀୟ ବିଧାୟକ ସତ୍ୟନାରାୟଣ ପ୍ରଧାନ ଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ଥର ସ୍ଥାପନ କରାଯାଇଛି | ମଙ୍ଗଳ ବାର ଅପରାହ୍ନ ସମୟରେ ବିଧାୟକ ଶ୍ରୀ ସତ୍ୟନାରାୟଣ ଏହି ଭିତ୍ତିପ୍ରସ୍ଥର ଓ…