ସମ୍ବାଦପତ୍ର ହକର ମାନଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ
ରାୟଗଡା(ସରୋଜ କୁମାର ସାହୁ) :ମୁଖ୍ୟମନ୍ତ୍ରୀ ଓଡିଶା ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ ପ୍ରଦାନ କରିଛନ୍ତି । ସେମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହ ଅଣସଂଗଠିତ କ୍ଷେତ୍ର ସାମଜିକ…