ହକି ଅଲିମ୍ପିଆନ ଅମିତ ରୋହିତଦାସ ପୂର୍ବତଟ ରେଳପଥରେ ବରିଷ୍ଠ କ୍ରୀଡା ଅଧିକାରୀ ଭାବେ ଯୋଗଦେଲେ
ଭୁବନେଶ୍ୱର : ଟୋକିଓ ଅଲିମ୍ପିକ୍ସରେ ଜର୍ମାନୀକୁ ପରାସ୍ତ କରି ହକିରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ଜାତୀୟ ପୁରୁଷ ହକି ଦଳର ପ୍ରମୁଖ ସଦସ୍ୟ ଅମିତ ରୋହିଦାସ ବରିଷ୍ଠ କ୍ରୀଡ଼ା ଅଧିକାରୀ ଭାବରେ ପୂର୍ବ ତଟ ରେଳପଥରେ ଯୋଗ ଦେଇଛନ୍ତି | ଏହା ପୂର୍ବରୁ ସେ ପଶ୍ଚିମ ରେଳପଥ ମୁମ୍ବାଇ ଠାରେ ଅଫିସର…