ପଦ୍ମପୁର ଏନଏସିରେ ସ୍ବାୟତ୍ତ ଶାସନ ଦିବସ ପାଳିତ ।
ପଦ୍ମପୁର(ଶାସକପ୍ରଶାସକ)- ବରଗଡ ଜିଲ୍ଲା ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି l ପଦ୍ମପୁର ବିଧାୟକ ଶ୍ରୀମାନ ବିଜୟ ରଞ୍ଜନ ସିଂ ବରିହା ବିଜ୍ଞାପିତ ଅଞ୍ଚଳ ପରିଷଦ ପରିସରରେ ଅନୁଷ୍ଠିତ ହୋଇଥିବା ସ୍ୱାୟତ୍ତ ଶାସନ ଦିବସ ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ…