ଶିଶୁ ସୁରକ୍ଷା ପାଇଁ ଗଜପତିରେ ଆରମ୍ଭ ହେଲା ସ୍ୱତନ୍ତ୍ର କାର୍ଯ୍ୟକ୍ରମ “ପ୍ରତିଜ୍ଞା”
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ଉପସ୍ଥିତିରେ ଜିଲ୍ଲାର କିଶୋରୀ ବାଳିକାଙ୍କ ଦ୍ଵାରା ଶିଶୁ ସୁରକ୍ଷା ଓ ଅଧିକାର ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ "ପ୍ରତିଜ୍ଞା" ର ଶୁଭ ଉଦଘାଟନ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମର ଆବଶ୍ୟକତାକୁ…