ଉପାନ୍ତ ଶ୍ରୀକ୍ଷେତ୍ର ପାରଳାରେ ଦେବସ୍ନାନ ଯାତ୍ରା : ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡିଶା-ଆନ୍ଧ୍ର ସୀମାନ୍ତ ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଶ୍ରୀମନ୍ଦିର ପରିସରରେ ଥିବା ସ୍ନାନ ମଣ୍ଡପ ଠାରେ ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ପାରମ୍ପରିକ ରୀତିନୀତି ପ୍ରକାରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଉତ୍ସବ କାର୍ଯ୍ୟକ୍ରମ ଉତ୍ସାହ ଓ…