ଗଜପତି ଜିଲାରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଶିକ୍ଷା ପରାମର୍ଶ ଦାତା ପରିଦର୍ଶନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷା ପରାମର୍ଶଦାତା ଅଧ୍ୟକ୍ଷ ଶ୍ରୀ ଉପେନ୍ଦ୍ର ତ୍ରିପାଠୀ ୩ ଦିନିଆଗଜପତି ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ , ମହାବିଦ୍ୟାଳୟ ଗସ୍ତ କରି ତଦାରଖ କରିଛନ୍ତି l ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ…