ଓଡ଼ିଶା ବ୍ରାହ୍ମଣ ମହାସଙ୍ଗ ଗଜପତି ଜିଲ୍ଲା ଶାଖା ତରଫରୁ ବୈଠକ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଅପରାହ୍ନରେ ସ୍ଥାନୀୟ ଉତ୍କଳ ହିତୈଷିଣୀ ସମାଜ ସଭାଗୃହରେ ଏକ ବୈଠକ ଅନୁଷ୍ଠାନର ଉପଦେଷ୍ଟା ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରିଥିଲେ ଅଶ୍ଵିନୀ କୁମାର…