ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ରାଜୀବ ଗାନ୍ଧୀଙ୍କ ୭୭ତମ ଜୟନ୍ତୀ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟର ସଭାଗୃହରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗୀୟ ରାଜୀବ ଗାନ୍ଧୀଙ୍କ ୭୭ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ କଂଗ୍ରେସ କାର୍ଯ୍ୟାଳୟରେ କଂଗ୍ରେସ ଦଳର ନେତା ଓ କର୍ମୀ ମାନେ ଏକତ୍ରିତ…