ପଦ୍ମ ଛାଡି ଶଙ୍ଖ ଧରିଲେ ଜିଲ୍ଲା ପରିଷଦ ସଭ୍ୟ: ବିଜେପିକୁ ଶକ୍ତ ଧକ୍କା
ନିଶ୍ଚିନ୍ତକୋଇଲି (ଶାସକ ପ୍ରଶାସକ) : ମାହାଙ୍ଗା ନିର୍ବାଚନ ମଣ୍ଡଳୀ ନିଶ୍ଚିନ୍ତକୋଇଲି ବ୍ଲକ ର ୨୬ ନମ୍ୱର୍ ଜୋନ୍ ବିଜେପି ଦଳ ନିର୍ବାଚିତ ଜିଲ୍ଲା ପରିଷଦ ସଭ୍ୟ ସେକ୍ ଜାହିର ମହମ୍ମଦ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସନ ଏବଂ ନିର୍ମଳ ଭାବମୂର୍ତ୍ତି ରେ ଓ…