ନୃସିଂହନାଥ ପୀଠରେ ଆୟୁର୍ବେଦିକ ଓପିଡି ଓ ଔଷଧୀୟ ଚାରା ବିତରଣ କେନ୍ଦ୍ର ଉଦଘାଟିତ।
ପଦ୍ମପୁର/ଶିବାଶିଷ ପଟ୍ଟନାୟକ:- ପବିତ୍ର ନୃସିଂହନାଥ ପୀଠରେ ଅନୁଷ୍ଠିତ ହେଉଥିବା ବୈଶାଖ ମେଳା-୨୦୨୬ ଅବସରରେ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଏକ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଆଜି ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତି ସରୋଜିନୀ ପ୍ରସନ୍ନ କୁଲ୍ଲୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ…