ପେନସନଭୋଗୀଙ୍କ ପାଇଁ ଲାଇଫ୍ ସାର୍ଟିଫିକେଟ ଦାଖଲ ସମୟସୀମା ବଢ଼ିଲା
ଭୁବନେଶ୍ୱର:କୋଭିଡ୍-୧୯ ମହାମାରୀ ଦୃଷ୍ଟିରୁ ପେନସନଭୋଗୀମାନଙ୍କ ବାର୍ଷିକ ଜୀବିତ ପ୍ରମାଣପତ୍ର (ଲାଇଫ୍ ସାର୍ଟିଫିକେଟ୍) ଅବଧିକୁ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛିା ଓଡ଼ିଶା ଟ୍ରେଜେରୀ ସଂହିତା ଭଲ୍ୟୁମ-୧ର ରୁଲ୍ ୩୧୪ ଅନୁଯାୟୀ ପ୍ରତିବର୍ଷ ପେନସନଭୋଗୀମାନେ ନଭେମ୍ବର ୩୦…