ନିୟମଗିରି ପାହାଡରେ ଲାଗିଲା ମାଓ ପୋଷ୍ଟର ଓ ବ୍ୟାନର
ପିଏଲଜିଏ ସପ୍ତାହ ପାଳନ ପାଇଁ ଆହ୍ଵାନ କଲେ ମାଓବାଦୀ।
କଲ୍ୟାଣସିଂହପୁର:ପ୍ରଦୀପ ଦଲାଇ: ରାୟଗଡା ଜିଲ୍ଲା କଲ୍ୟାଣସିିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ନିୟମଗିରି ପାହାଡର ବିଭିନ୍ନ ସ୍ଥାନରେ ବ୍ୟାନର ଓ ପୋଷ୍ଟର ଲଗାଇଲେ ମାଓବାଦୀ। ଆସନ୍ତା ଡିସେମ୍ବର ୨ ରୁ ୮ ତାରିଖ ପର୍ଯ୍ୟନ୍ତ…