ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ବିଜ୍ଞାନ କଂଗ୍ରେସ୍ ପ୍ରକଳ୍ପ ଜାତୀୟ ସ୍ତରକୁ ମନୋନୀତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜାତୀୟ ପିଲାଙ୍କ ବିଜ୍ଞାନ କଂଗ୍ରେସର ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଭୁବନେଶ୍ବର ମାଲିପଡା ସ୍ଥିତ ଶ୍ରୀ କ୍ରିଷ୍ଣା ଇଣ୍ଟରନ୍ୟାସ୍ ନାଲ ସ୍କୁଲ ଠାରେ ୨୭ ଓ ୨୮ ନଭେମ୍ବର ରେ ଆୟୋଜିତ ହୋଇଯାଇଛି। ଏଇ ପ୍ରତିଯୋଗିତାରେ ଗଜପତିରୁ ତିନୋଟି ପ୍ରକଳ୍ପ ଅଂଶ…