କଲ୍ୟାଣସିଂହପୁର ଲ୍ୟାମ୍ପ କର୍ମଚାରୀ ଙ୍କ ଧାରଣା
କଲ୍ୟାଣସିଂହପୁର: ପ୍ରଦିପ ଦଲାଇ:ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ଥିବା ବୃହଦାକର ଆଦିବାସୀ ବହୁମୁଖୀ ସମବାୟ ସମିତି ଲି ର କର୍ମଚାରୀ ୫ଦଫା ଦାବୀ ନେଇ ଧାରଣାରେ ବସିଥିବା ଦେଖିବାକୁ ମିଳିଛି ।ଓଡିଶା ସମବାୟ ସମିତି ର ମହାସଂଘର ସମ୍ପାଦକ ନିଲମ୍ବର ନାୟକ ଙ୍କ ନିର୍ଦେଶ କ୍ରମେ ସ୍ଥାନୀୟ…