ଷ୍ଟାଫ ସିଲେକ୍ସନ କମିଶନ ଦୁର୍ନୀତି:ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କଲା ଯୁବମୋର୍ଚ୍ଚା
ଭୁବନେଶ୍ୱର : ଓଡିଶା ସରକାରଙ୍କ ଷ୍ଟାଫ ସିଲେକ୍ସନ କମିଶନ ଏକ ଚାକିରୀ ବିକ୍ରି କମିଶନରେ ପରିଣତ ହୋଇଛି । ସରକାରୀ ନିଯୁକ୍ତିରେ ମେଧା ପରିବର୍ତେ ଟଙ୍କା କାରବାର ମୁଖ୍ୟ ଯୋଗ୍ୟତା ହୋଇଛି । ଓଡିଶା ସରକାରେ ମୋ ସରକାର ୫-ଟି ସ୍ୱତନ୍ତ୍ର ବିଭାଗ ହେଲା ପରେ ରାଜ୍ୟରେ ଦୁର୍ନୀତି ବୃଦ୍ଧି ହୋଇଛି ।…