ଛାତ୍ର ଛାତ୍ରୀଙ୍କୁ ଭୋଟ ସଚେତନତା କରାଇଲେ ଉପଜିଲ୍ଲାପାଳ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଚାନ୍ଦିପୁଟ ଇନ୍ଦିରା ସ୍ମୃତି ମହାବିଦ୍ୟାଳୟ ପରିସରରେ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଏକ ଭୋଟର ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଅତିଥି ଭାବେ ମତଦାତା ପଞ୍ଜିକରଣ ଅଧିକାରୀ ତଥା ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଦିଲୀପ…